ମୁହଁ ଓ ଚର୍ମ ପାଇଁ ଟମାଟୋ କେତେ ଉପକାରିତା ଜାଣନ୍ତୁ

(ଟୁଡେ ଓଡିଶା ବ୍ୟୁରୋ) : ଆଜିର ବ୍ୟସ୍ତଭରା ଜୀବନ ଭିତରେ ଉପଯୁକ୍ତ ଖାଦ୍ୟର ଅଭାବ ଆମ ସ୍ୱାସ୍ଥ୍ୟ ଉପରେ ପ୍ରଭାବ ପକାଇଥାଏ ।  ଖରାପ ଜୀବନଶୈଳୀ କାରଣରୁ ସ୍କିନ୍ ଡଲନେସ୍ ସମେତ ଆହୁରି ଅନେକ ସମସ୍ୟାର ସମ୍ମୁଖୀନ ହେବାକୁ ପଡିଥାଏ ।

10 Science-based Health Benefits of Tomatoes | Organic Facts

ପ୍ରତିଦିନର ଧୂଳି-ମାଟି ଆମ ସ୍କିନ୍ ଉପରେ ଅଧିକ ପ୍ରଭାବ ପକାଇଥାଏ । ଏହି ସମସ୍ୟାଗୁଡ଼ିକ ସୌନ୍ଦର୍ଯ୍ୟକୁ ନଷ୍ଟ କରିଥାଏ । ତେଣୁ ଏହି ସମସ୍ୟାରୁ ମୁକ୍ତି ପାଇବା ପାଇଁ ଟମାଟୋ ଆପଣଙ୍କ ପାଇଁ ଅତ୍ୟନ୍ତ ଉପଯୋଗୀ ହୋଇଥାଏ ।  ଏହି କାରଣରୁ, ସ୍କିନ୍ ସମ୍ବନ୍ଧୀୟ ସମସ୍ୟା ପ୍ରତିଦିନ ଦେଖିବାକୁ ମିଳିଥାଏ । ସ୍କିନ୍ ଡଲନେସ୍, ଟ୍ୟାନିଂ, ପିମ୍ପଲ୍, ଡ୍ରାଏନେସ୍ ଇତ୍ୟାଦି ସମସ୍ୟା ପ୍ରତିଦିନ ଦେଖାଯାଏ ।

10 Interesting Benefits of Tomato: Plump Up with Essential Nutrients - NDTV  Food

୧. ଟମାଟୋକୁ ମଝିରୁ କାଟି ଏକ ଖଣ୍ଡରେ ମୁହଁକୁ ମାଲିସ୍ କରନ୍ତୁ ଏବଂ ଏହାକୁ ଥଣ୍ଡା ପାଣିରେ ଧୋଇ ଦିଅନ୍ତୁ । ପ୍ରତିଦିନ ଏହା କରିବା ଦ୍ୱାରା ମୁଖ ବ୍ରଣ ସମସ୍ୟା ଦୂର ହୋଇଥାଏ ।

୨. ଟମାଟୋକୁ ଗ୍ରାଇଣ୍ଡ୍ କରି ତାହାର ପେଷ୍ଟ ଲଗାଇବା ଦ୍ୱାରା ଚେହେରାର ଚମକ ବୃଦ୍ଧି ପାଇଥାଏ । ପିମ୍ପଲ୍, ଦାଗ ଏବଂ ଅନ୍ୟାନ୍ୟ ମୁଖ ଜନିତ ସମସ୍ୟାରୁ ମଧ୍ୟ ମୁକ୍ତି ମିଳିଥାଏ ।

୩. ୨୦୦ ଗ୍ରାମ୍ ଟମାଟୋକୁ ହଳଦୀ ରସ ସହ ମିଶାଇ ଏକ ମିଶ୍ରଣ ପ୍ରସ୍ତୁତ କରନ୍ତୁ । ସମୟ ସମୟରେ ଏହି ମିଶ୍ରଣ ପିଇବା ଦ୍ୱାରା ବ୍ରଣ ସମସ୍ୟା ଦୂର ହୋଇଥାଏ ।

୪. ଟମାଟୋକୁ ପେଷ୍ଟ କରି ସେଥିରେ ଅଳ୍ପ ବୁନ୍ଦା ଲେମ୍ବୁ ରସ ମିଶାଇ ମୁହଁରେ ୫ମିନିଟ୍ ଲଗାଇଲେ ବ୍ରଣ ସମସ୍ୟାରୁ ମୁକ୍ତି ମିଳିଥାଏ ।

Bisal Mohanty

www.todayodisha.in (ଆପଣଙ୍କ ସ୍ୱର, ଆମ ଖବର) is a Digital Media Venture in Odisha Which Caters to the Growing need of people on the move to keep themselves updated primarily with the latest news of Odisha as well as stay informed on important national and international updates. Latest Videos and pictures are the key to put perspective to a news and we make every effort to deliver our viewers the latest videos and pictures along with the news text. www.todayodisha.in believes in the power of digital technology backed by quality content delivered by passionate and experienced professionals. Our Contact Mobile and WhatsApp : 9178-26-9168 Email : editortodayodisha@gmail.com Facebook Page : Today Odisha Twitter : @today_odisha1

Leave a Reply

Your email address will not be published. Required fields are marked *